ନର୍ସ ହତ୍ୟା: ଧରାଦେଲା ବୟଫ୍ରେଣ୍ଡ!

ଜଗତସିଂହପୁର: ବାଲିପାଟଣା ବ୍ଲକ ଭିଙ୍ଗାରପୁର ଗ୍ରାମର ନର୍ସ ନୀହାରିକାଙ୍କ ମୃତ ଦେହ ଜଗତସିଂପୁର ଜିଲ୍ଲା ବିରିଡ଼ି ଥାନା ଅନ୍ତର୍ଗତ ବିଲୁଆଖାଇ ନଦୀ ପଠାରୁ ମିଳିବା ଘଟଣାରେ ଏକ ବଡ଼ ଖବର ସାମନାକୁ ଆସିଛି। ମୃତଦେହ ମିଳିବା ପର ଠାରୁ ଫେରାର ଥିବା ନୀହାରିକାଙ୍କ ବୟଫ୍ରେଣ୍ଡ ରାଜା ଆଞ୍ଚଲ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। ଗତ ୨ ଦିନ ତଳେ ବିଲୁଆଖାଇ ନଦୀ ପଠାରୁ ନୀହାରିକାଙ୍କ ମୃତଦେହ ଏକ ଅଖାରେ ବନ୍ଧା ହୋଇଥିବା ଅବସ୍ଥାରେ ମିଳିଥିଲା।
Comments are closed.