Odisha Link
Bridging the Missing Links in Odisha

ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ

ମାଲକାନଗିରି: ଆନ୍ଧ୍ର-ବିଶାଖାପାଟରାମ୍ ଜିଲ୍ଲା କିମଲବନ୍ଧୀ ଜଙ୍ଗଲରେ ମଙ୍ଗଳବାର ଗ୍ରେହାଉଣ୍ଡ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଦୁଇ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ୩ବନ୍ଧୁକ ସହ ମାଓ ସାମଗ୍ରୀ ଜବତ କରାଯାଇଛି।

Comments are closed.