Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭୁବନେଶ୍ବର: କଟକ ସ୍ବେରେଜ ବୋର୍ଡ ପ୍ରକଳ୍ପ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ପ୍ରମୋଦ ସାହୁଙ୍କ ନୂଆପଲ୍ଲୀସ୍ଥିତ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଚଢାଉ ସମୟରେ ପ୍ରମୋଦଙ୍କର ୩ଟି ପ୍ଲଟ, ୫୫ ଲକ୍ଷ ଟଙ୍କା, ୪୦୦ ଗ୍ରାମ ସୁନା ଅଳଙ୍କାର ଠାବ କରାଯାଇଛି।

Comments are closed.