Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବୌଦ୍ଧ: ଓଡିଶା ଅଣ ଗେଜେଟ୍ ବନ ସେବାସଂଘ ସଭାପତି ଜଗବନ୍ଧୁ ପାତ୍ର ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ଜଗବନ୍ଧୁ ବୌଦ୍ଧ କେନ୍ଦୁପତ୍ର ବିଭାଗର ଫରେଷ୍ଟର ଅଛନ୍ତି ।
ବୌଦ୍ଧ ଥାନା ଅନ୍ତର୍ଗତ ରାଇଠାଣି ଗାଁ ନିକଟରେ ଥିବା ତାଙ୍କର ୨ଟି ବାସଭବନ, ଭଡା ଦିଆଯାଇଥିବା କାର୍, ସୋରୁମ୍ ତଥା ସମ୍ପର୍କୀୟଙ୍କ ଘରେ ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସର ମିଳିତ ଚଢାଉ ଜାରି ରଖିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଛାପା ମାରୁଛି ଭିଜିଲାନ୍ସ।

Comments are closed.