Odisha Link
Bridging the Missing Links in Odisha

ଅସୁସ୍ଥ ମାଈ ହାତୀର ମୃତ୍ୟୁ

ବାଙ୍କୀ: ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧିନ ଥିଲା।  ଓୟୁଏଟି ଏବଂ ଆସାମ ବିଶେଷଜ୍ଞଙ୍କ ପରାମର୍ଶରେ ଚିକିତ୍ସା ଚାଲିଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ହର୍ପିସ ଆକ୍ରାନ୍ତରେ ଅସୁସ୍ଥ ହୋଇଥିବା ସନ୍ଦେହ କରାଯାଉଥିଲା।

Comments are closed.