Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷୟିତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ୟୁନିଟ୍-୬ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ଗୋପବନ୍ଧୁନଗର ସ୍ଥିତ ବାସଭବନ ସହ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି।

Comments are closed.