Odisha Link
Bridging the Missing Links in Odisha

ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାଁର ମାମଲା

ଯାଜପୁର: ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ ହୋଇଛି। ଜଣେ ହୋମଗାର୍ଡଙ୍କୁ ଧମକ ଓ ତାଙ୍କୁ ଜାତିଆଣ ଆକ୍ଷେପ ଅଭିଯୋଗରେ ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ କରାଯାଇଛି। ବିଧାୟିକାଙ୍କ ସ୍ୱାମୀ ଦେବେନ୍ଦ୍ର ଦାଶଙ୍କ ସମେତ ୩ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ବରୀ ଥାନାରେ ଧାରା ୩୯୪ ଓ ୫୦୬ ଓ ୩୪ ଆଇପିସିରେ ମାମଲା ରୁଜୁ କରାଯାଇଛି।

Comments are closed.