ଜନ୍ମଦିନରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ବର: ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମଦିନ। ରାଜ୍ୟ ସ୍ୱାସ୍ଥ୍ୟସେବାର ବିକାଶ ପାଇଁ ନିଜର ଜନ୍ମଦିନରେ ନବୀନ ଘୋଷଣା କରିଛନ୍ତି ବଡ଼ ଘୋଷଣା।
ଫୁଲବାଣୀରେ ପ୍ରତିଷ୍ଠା ହେବ ମେଡିକାଲ କଲେଜ। ଏହି ମେଡିକାଲ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରହିବ। ଏଥିସହିତ ଅନ୍ୟ ପାଞ୍ଚିଟି…