Odisha Link
Bridging the Missing Links in Odisha
Daily Archives

October 23, 2019

ଜଳସଂପଦ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ…

ଭୁବନେଶ୍ୱର: ପୁଣି ଆଉ ଏକ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭୁବନେଶ୍ୱରସ୍ଥିତ ଜଳସଂପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ସର୍ବେଶ୍ୱରଙ୍କ ଭୁବନେଶ୍ୱରସ୍ଥିତ ସରକାରୀ…

ବିସିସିଆଇ ସଭାପତି ଦାୟିତ୍ବ ଗ୍ରହଣ କଲେ…

ମୁମ୍ୱାଇ: ଆଜିଠୁ ବିଧିବଦ୍ଧ ଭାବେ ବୋର୍ଡ ଅଫ୍‌ କଣ୍ଟ୍ରୋଲ ଫର୍‌ କ୍ରିକେଟର(ବିସିସିଆଇ)ର ସଭାପତି ଭାବେ ଦାୟିତ୍ବ ଗ୍ରହଣ କଲେ ସୌରଭ ଗାଙ୍ଗୁଲି। ଫଳରେ ଆଜିଠୁ ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଯୁଗ ବିସିସିଆଇରେ ଆରମ୍ଭ ହୋଇଛି। ୩୯ତମ ଅଧ୍ୟକ୍ଷ ଭାବେ ସୌରଭ ଏହି ଦାୟିତ୍ୱ ଗ୍ରହଣ…

ମହାପ୍ରଭୁଙ୍କ ବନକଲାଗି ନୀତି ଆଜି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ…

୨୫ ଯାଏଁ ଭିଜିବ ଓଡ଼ିଶା, ଆଲର୍ଟ ଜାରି

ଭୁବନେଶ୍ବର: ଲଘୁଚାପରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଫଳରେ ଏହା ପ୍ରଭାବରେ ଆଜି ତିନୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ ଓ ଗଜପତି। ଏହାସହ ୫ଟି ଜିଲ୍ଲା ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ…