Odisha Link
Bridging the Missing Links in Odisha

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ୨ ମୃତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧରମବନ୍ଧା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି ଓ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ କାହାର ପରିଚୟ ମିଳିନାହିଁ।
ଆହତମାନଙ୍କୁ ନୂଆପଡ଼ା ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ଦିନ ପ୍ରାୟ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଥିଲା।

Comments are closed.