Odisha Link
Bridging the Missing Links in Odisha

ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ଜମ୍ମୁ: ଜମ୍ମୁ କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ ଶପଥ ନେଇଛନ୍ତି ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ। ଜମ୍ମୁ କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୟୂରଭଞ୍ଜ ବେତନଟୀରେ ଜନ୍ମିତ ଏହି ଓଡ଼ିଆ ପୁଅ ପୂର୍ବରୁ କେନ୍ଦ୍ରର ଅନେକ ବିଭାଗର ସଚିବ ରହିଥିଲେ। ୧୯୮୫ ମସିହାରେ ଗୁଜରାଟ କ୍ୟାଡରର ଆଇଏଏସ ହେଉଛନ୍ତି ଗିରୀଶ।

 

Comments are closed.