Odisha Link
Bridging the Missing Links in Odisha

୬ରେ ଓଡ଼ିଶା ଆସିବେ ଆନ୍ନା

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱରସ୍ଥିତ ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ ଏଥିରେ ଆନ୍ନା ଯୋଗଦେବେ ବୋଲି ଶୁକ୍ରବାର ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ସୂଚନା ଦେଇଛନ୍ତି।

Comments are closed.