Odisha Link
Bridging the Missing Links in Odisha

୩ ନେତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ବିଜେଡିର ୩ ଜଣ ନେତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାଶବର୍ମା ଓ ପ୍ରତାପକେଶରୀ ଦେବ। ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ ସଂଗଠନ ଦାୟିତ୍ୱ ଦିଆଯାଇଥିବାବେଳେ ସଞ୍ଜୟ ଦାସବର୍ମାଙ୍କୁ ସାଧାଧାରଣ ସମ୍ପାଦକ ମୁଖ୍ୟାଳୟ ଦାୟିତ୍ୱ ଦିଆଯାଇଛି। ସେହିପରି ପ୍ରତାପ କେଶରୀ ଦେବଙ୍କୁ ରିଟର୍ଣ୍ଣିଂ ଅଫିସରଭାବେ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି।