Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀକାନ୍ତ ଜେନା

ଭୁବନେଶ୍ୱର: ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସହିଦ ଲକ୍ଷ୍ମଣ ନାୟକଙ୍କୁ ଭାରତ ରତ୍ନ ଦାବିରେ ଶ୍ରୀ ଜେନା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଏ ସମ୍ପର୍କିତ ପ୍ରସ୍ତାବ ଗ୍ରହଣ କରି କେନ୍ଦ୍ର ପାଖରେ ଉପସ୍ଥାପନ କରିବାକୁ ଶ୍ରୀ ଜେନା ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି। ଜଣେ ମହାନ ଯୋଦ୍ଧାଙ୍କୁ ସମ୍ମାନିତ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ଜେନା କହିଛନ୍ତି।

Comments are closed.