Odisha Link
Bridging the Missing Links in Odisha
Daily Archives

November 24, 2019

ଏନସିପି ବିଧାୟକ ନିଖୋଜ, ଥାନାରେ ଏତଲା

ମୁମ୍ବାଇ: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ହଟଚମଟ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗୋଟିଏ ପଟେ ସରକାର ଗଠନକୁ କଂଗ୍ରେସ ଏନସିପି ଚ୍ୟାଲେଞ୍ଜ ଦେଇ ସୁପ୍ରିମକୋର୍ଟର ଦ୍ବାରସ୍ଥ ହୋଇଥିବା ବେଳେ ଆଉ ଏକ ଘଟଣା ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି। ଏନସିପିର ବିଧାୟକ ଦଳ ବୈଠକରେ…

ଉତ୍କଳ ବିଶ୍ବବିଦ୍ୟାଳୟ ପ୍ଲାଟିନମ୍‌…

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ପାଳନ କରୁଛି ଉତ୍କଳ ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପନୀ ଉତ୍ସବ। କାଲି ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଯାପନୀ ଉତ୍ସବର ଉଦଘାଟନ କରିଥିଲେ। ସେହିପରି ଆଜି ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଆଜି ପୁରାତନ ଛାତ୍ରଛାତ୍ରୀଙ୍କ ମହାମିଳନ ଅନୁଷ୍ଠିତ ହେବ। ସକାଳ…

ଆଜି ସୁପ୍ରିମ୍‌କୋର୍ଟରେ ‘ମହାରାଷ୍ଟ୍ର’…

ମୁମ୍ବାଇ: ଆଜି ସୁପ୍ରିମକୋର୍ଟରେ ମହାରାଷ୍ଟ୍ର ରାଜନୀତିକୁ ନେଇ ଶୁଣାଣି ହେବ। ଗତକାଲି ଏନସିପି ନେତା ଅଜିତ ପାଓ୍ବାରଙ୍କ ସମର୍ଥନରେ ବିଜେପି ସରକାର ଗଠନ କରିବାପାଇଁ ସମର୍ଥ ହୋଇଥିଲା। ଏହାକୁ ବିରୋଧ କରି ଶିବସେନା,କଂଗ୍ରେସ ଓ ଏନସିପି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। କେନ୍ଦ୍ର ସରକାର…