ଓ୍ବେଷ୍ଟଇଣ୍ଡିଜର ବ୍ୟାଟିଂ ବିପର୍ଯ୍ୟୟ, ୨୧/ ୩ By AKR On Dec 11, 2019 ମୁମ୍ବାଇ: ନିର୍ଣ୍ଣାୟକ ମ୍ୟାଚରେ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇଛି ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ। ଟିମ୍ ଇଣ୍ଡିଆର ୨୪୧ ରନର ବିଶାଳ ଲକ୍ଷ୍ୟକୁ ପିଛା କରିବାକୁ ଯାଇ ବିିପର୍ଯ୍ୟୟର ସମ୍ମୁଖୀନ ହୋଇଛି ଓ୍ବେଷ୍ଟଇଣ୍ଡିଜ ଦଳ। IND VS WIt20 match Share