Odisha Link
Bridging the Missing Links in Odisha

କଂଗ୍ରେସ ବିଭ୍ରାନ୍ତି କରୁଛି : ପୃ‌ଥ୍ବୀରାଜ

ଭୁବନେଶ୍ବର: NRC ଓ NPR ପ୍ରସଙ୍ଗରେ କଂଗ୍ରେସ ଲୋକଙ୍କୁ ବିଭ୍ରାନ୍ତି କରୁଛି ବୋଲି ପୃ‌ଥ୍ବୀରାଜ ହରିଚନ୍ଦନ ମନ୍ତବ୍ୟ ଦେଇଛନ୍ତି । NRC ଓ NPR ପ୍ରସଙ୍ଗ ଉପରେ ରାଜ୍ୟ ବିଜେପି ୧କୋଟି ଲୋକଙ୍କ ପାଖକୁ ଯିବ ବୋଲି ସେ କହିଛନ୍ତି ।

Comments are closed.