Odisha Link
Bridging the Missing Links in Odisha

ଭୁବନେଶ୍ବର ହେଲା ଖୋଲା ମଳତ୍ୟାଗ ମୁକ୍ତ ସହର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ହେଲା ଖୋଲା ମଳତ୍ୟାଗ ମୁକ୍ତ ସହର । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏକ ସ୍ୱତନ୍ତ୍ର ଉତ୍ସବରେ ବିଏମସି କମିଶନର ଓ ପୌର ପ୍ରଶାସକଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି ।

Comments are closed.