Odisha Link
Bridging the Missing Links in Odisha

ରାଷ୍ଟ୍ରପତିଙ୍କୁ ଭେଟି ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ରାଷ୍ଟ୍ରପତି ଭବନ ଗସ୍ତ କରି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିବା ସହ ଇଂରାଜୀ ନବବର୍ଷ ୨୦୨୦ର
ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ରାଷ୍ଟ୍ରପତି କୋବିନ୍ଦଙ୍କ ସହ ବିଭିନ୍ନ ସମସାମୟିକ ବିଷୟରେ ଆଲୋଚନା କରିଥିଲେ ଓ ରାଷ୍ଟ୍ରପତିଙ୍କ ମାର୍ଗଦର୍ଶନ ପ୍ରାପ୍ତ କରିଥିଲେ ।

Comments are closed.