Odisha Link
Bridging the Missing Links in Odisha

ଆବେଦନ ପତ୍ର କମିଟିଙ୍କର ଅଷ୍ଟମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଆବେଦନ ପତ୍ର କମିଟିଙ୍କର ଅଷ୍ଟମ ବୈଠକ ଆଜି ବିଧାନସଭା କମିଟି ପ୍ରକୋଷ୍ଠ ନଂ-୫୫ରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତି ବିଭାଗ ସଂପର୍କିତ ବକେୟା ଥିବା ଆବେଦନ/ନିବେଦନ ପତ୍ରଗୁଡ଼ିକ ଉ ପରେ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସଂପର୍କରେ ଆଲୋଚନା କରାଯାଇଥିଲା ।

ଏହି ବୈଠକରେ ସଂପୃକ୍ତ କମିଟିର ସଦସ୍ୟଙ୍କ ସମେତ ଶକ୍ତି ବିଭାଗର ବରିଷ୍ଠ ପଦାଧିକାରୀ ଓ ବିଧାନସଭା ସଚିବ ଦାଶରଥୀ ଶତପଥୀ ଉପସ୍ଥିତ ଥିଲେ

Comments are closed.