Odisha Link
Bridging the Missing Links in Odisha

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଜଣେ ଯୁବକଙ୍କର ମୃତଦେହ ମିଳିଛି ।
ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ରାଜଗାଙ୍ଗପୁର ଲିପଲୋଇ ଅଞ୍ଚଳର ଦିଲ୍ଲୀପ ନାୟକ । ଦିଲ୍ଲୀପଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ରାଜଗାଙ୍ଗପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

Comments are closed.