Odisha Link
Bridging the Missing Links in Odisha

ପାଞ୍ଚ ଦିନ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

 ଭୁବନେଶ୍ବର : ଶୀତଦିନିଆ ବିଭିନ୍ନ କିସମର ଫୁଲର ସମ୍ଭାରରେ ଲୋକସେବା ଭବନର ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି । ତେଣୁୁ ଉଦ୍ୟାନର ଏହି ଶୋଭା ଯେପରି ସାଧାରଣ ଲୋକ ଉପଭୋଗ କରିପାରିବେ , ସେଥିପାଇଁ ଜାନୁଆରୀ ୧୧ ,୧୨,୧୯,୨୫, ଓବଂ ୨୬ ଦିନ ଅପରାହ୍ନ ୩ଟାରୁ ୫.୩୦ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଜନସାଧାରଣ ଉପରୋକ୍ତ ତାରିଖଦିନ ନିର୍ଦ୍ଧାରିତ ସମୟରେ ଲୋକସେବା ଭବନରେ ଏକ ନମ୍ବର ଗେଟ୍ ମଧ୍ୟ ଦେଇ ପ୍ରବେଶ କରିପାରିବେ ।

Comments are closed.