Odisha Link
Bridging the Missing Links in Odisha

ବିଭାଗୀୟ ସ୍ଥାୟୀ କମିଟି ୪ଙ୍କର ଏକାଦଶ ବୈଠକ

ଭୁବନେଶ୍ୱର : ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି ୪ ଙ୍କର ଏକାଦଶ ବୈଠକ ବିଧାୟକ ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ବିଜ୍ଞାନ ଓ କାରିଗରୀ, ଇଲେକ୍‌ଟ୍ରୋନିକ୍ସ ଓ ସୂଚାନ ପ୍ରଯୁକ୍ତି ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ସାଧାରଣ କାର୍ଯ୍ୟାବଳୀ ସଂପର୍କରେ ପୁଙ୍ଖାନୁ ପୁଙ୍ଖ ଆଲୋଚନା ହୋଇଥିଲା ।
ଏହି ବୈଠକରେ କମିଟିର ସଭ୍ୟଙ୍କ ସମେତ ଉପରୋକ୍ତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Comments are closed.