Odisha Link
Bridging the Missing Links in Odisha

ହାତୀ ଆକ୍ରମଣରେ ଜଣେ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବନାଞ୍ଚଳ କମାରଡିହି ଅଟୋମୁଣ୍ଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବନକର୍ମଚାରୀଙ୍କ ସହ ହାତୀ ଘଉଡାଇବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି।