Odisha Link
Bridging the Missing Links in Odisha
Daily Archives

January 22, 2020

ସମାଜର ଗରିବ କଲ୍ୟାଣ ପାଇଁ ଏକାଠି…

ନୂଆଦିଲ୍ଲୀ: ଭାରତ ଏବଂ ଘାନା ମଧ୍ୟରେ ଥିବା ସମ୍ପର୍କକୁ ଅହୁରି ମଜବୁତ୍ କରିବା ପାଇଁ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଇଣ୍ଡିଆନ୍ ଅଏଲ ଏବଂ ଘାନାର ଜାତୀୟ ପେଟ୍ରୋଲିୟମ ପ୍ରାଧିକରଣ(ଏନ୍‌ପିଏ) ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି…

ସିଏଏକୁ ନେଇ ଲୋକଙ୍କ ମନରେ ଭ୍ରମ ସୃଷ୍ଟି…

ଜୟପୁର: ନାଗରିକତା ଦେବା ପାଇଁ ଆସିଛି ନାଗରିକତା ସଂଶୋଧନ ଆଇନ । କିନ୍ତୁ ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି । ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର…

ଦେଶର ସବୁ ରାଜ୍ୟଠାରୁ ଓଡ଼ିଶାରେ କମ୍‌…

ଭୁବନେଶ୍ବର: ବିଗତ ଦୁଇ ଦଶନ୍ଧିଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଅନେକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି। କପଡ଼ା ଓ ପୋଷାକ ଶିଳ୍ପ ନିମନ୍ତେ ବହୁ ସଂଖ୍ୟାର କୁଶଳୀ ଦକ୍ଷ ମାନବସଞ୍ଚଳ କାର୍ଯ୍ୟବଳ ଓଡ଼ିଶାରେ ଉପଲବ୍ଧ ବୋଲି ଶିଳ୍ପ, ଶକ୍ତି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଶିଳ୍ପ ଗୃହ…

ଦେଶର ସ୍ବାର୍ଥ ନୁହେଁ ବରଂ କ୍ଷମତା…

ଯାଜପୁର: ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି । ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁବର୍ଗର…

କୃଷି କ୍ଷେତ୍ରରେ ଅଧିକ ଋଣ ଯୋଗାଇ ଦେବା…

ଭୁବନେଶ୍ବର: ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ୍‌ମାନେ ଚାଷୀମାନଙ୍କୁ କୃଷିଋଣ ଯୋଗାଇ ଦେବା ନିମନ୍ତେ ଆଗଭର ହୁଅନ୍ତୁ ।ଓଡ଼ିଶାର ୮୦ ପ୍ରତିଶତରୁ ଉଦ୍ଧ୍ୱର୍ କ୍ଷୁଦ୍ର ଓ ନାମମାତ୍ର ଚାଷୀ…

ପ୍ରକାଶ ପାଇଲା ଡିସେମ୍ବର ମାସ ଓଡ଼ିଶା…

ଭୁବନେଶ୍ୱର: ଡିସେମ୍ବର ମାସ ପାଇଁ ଓଡିଶା ଷ୍ଟାର ରେଟିଙ୍ଗ ପ୍ରକାଶ ପାଇଛି। ନିକଟରେ ପ୍ରକାଶିତ ହୋଇଥିବା ଏହି ରେଟିଙ୍ଗ ଅନୁସାରେ ଓଡ଼ିଶାରେ ୭୩ଟି ଶିଳ୍ପାନୁଷ୍ଠାନର ପରିବେଶ ପାରଦର୍ଶିତା ଧାର୍ଯ୍ୟ ମାନକ ଠାରୁ କମ ରହିଥିବାର ଜଣା ପଡିଛି। ଡିସେମ୍ବର ମାସର ରେଟିଙ୍ଗ ପ୍ରକ୍ରିୟାରେ ୧୦୭ଟି ଶିଳ୍ପାନୁଷ୍ଠାନକୁ…

ମାର୍ଚ୍ଚ ପହିଲାରୁ ହେବ ଏସସିବି ମେଡିକାଲର…

ଭୁବନେଶ୍ବର: କଟକ ବଡ଼ ମେଡିକାଲ ବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ଏସସିବି ମେଡିକାଲ କଲେଜକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରାନ୍ୱିତ ହୋଇଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ମାର୍ଚ୍ଚ…

ପୁଞ୍ଜିଲାଲକୁ ମିଳିଲା ଜାମିନ, କଡ଼ା…

ଭୁବନେଶ୍ବର: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଖଳନାୟକ ପୁଞ୍ଜିଲାଲକୁ ମେହରକୁ ମିଳିଲା ସର୍ତ୍ତମୂଳକ ଜାମିନ୍। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାପାଇଁ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ। ୨୪ରୁ ୨୬ ଯାଏଁ, ୪ ଦିନ ପାଇଁ ଜାମିନ୍ ମଞ୍ଜୁର କଲେ ହାଇକୋର୍ଟ। ଗତ କିଛି ଦିନ ପୂର୍ବରୁ ପୋଲିସ ଓ…

ସ୍ୱାଧିକାର କମିଟିର ପ୍ରଥମ ବୈଠକ

ଭୁବନେଶ୍ବର: ଆଜି ବିଧାନସଭା ସ୍ୱାଧିକାର କମିଟିଙ୍କ ପ୍ରଥମ ବୈଠକ ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ କମିଟିଙ୍କ ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ…

ଆକାଶରେ ଉଡ଼ିଲେ ଦିବ୍ୟାଙ୍ଗ ପିଲା

ଭୁବନେଶ୍ବର: ଆକାଶରେ ଉଡ଼ିଲେ ଦିବ୍ୟାଙ୍ଗ ପିଲା। ସାକାର ହେଲା ପିଲାଙ୍କ ସ୍ବପ୍ନ। ଆଜି ରାଜ୍ୟ ସରକାରଙ୍କ ସହଯୋଗରେ ଆଜି ଆକାଶରେ ଉଡ଼ିଛନ୍ତି ରାଜ୍ୟର ୪୩ ଜଣ ଦିବ୍ୟାଙ୍ଗ ପିଲା। ଭୁବନେଶ୍ୱର ବିମାନ ବନ୍ଦରରୁ ପ୍ରାୟ ୪୦ ମିନିଟ୍ ଯାଏ ଆକାଶରେ ଉଡ଼ିଛନ୍ତି ପିଲାମାନେ। ଏଭଳି ନିଆରା ଓ ଅଭୁତପୂର୍ବ ଅଭିଜ୍ଞତା…