Odisha Link
Bridging the Missing Links in Odisha
Daily Archives

February 7, 2020

ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ, ୧୪ ଦମକଳ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ। ଦିଲ୍ଲୀ ବିଜଓ୍ବାସନ ସ୍ଥିତ ଏକ ଗୋଦାମରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ୧୪ଟି ଦମକଳଗାଡିକୁ ନିୟୋଜିତ କରାଯାଇଛି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ସୂଚନା ମୁତାମକ, ଆଜି ସକାଳୁ…

ବିଭାଗୀୟ ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ବିଭାଗୀୟ ସ୍ଥାୟୀ କମିଟି-୨ଙ୍କର ଏକାଦଶ ବୈଠକ ଏହାର ଅଧ୍ୟକ୍ଷ ବିଧାୟକ ଡ. ନୃସିଂହ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ବିଧାନସଭାସ୍ଥ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଧାନସଭାରେ ଗତ ୨୦୧୯ ଜୁଲାଇ ୧୨ରେ ଉପସ୍ଥାପିତ ହୋଇଥିବା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ମତ୍ସ୍ୟ…

ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ

ବାଲେଶ୍ୱର: ବାଲେଶ୍ୱର ସହରର ଶିଳ୍ପାଞ୍ଚଳ ଥାନାଠାରୁ ଅନତି ଦୂରରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସାଇକେଲ୍ ଆରୋହୀ ପ୍ରାଣ ହରାଇଥିବା ଜଣାଯାଇଛି। ସୂଚନାଯୋଗ୍ୟ ଯେ, ଜାତୀୟ ରାଜପଥ ନଂ- ୧୬ରେ ଥିବା ବାଲେଶ୍ୱର ସହରର ଶିଳ୍ପାଞ୍ଚଳ ଥାନାଠାରୁ ପ୍ରାୟ ୧୦୦ ମିଟର୍ ଦୂରରେ ଏହି…

୧୯ରେ ମାଟ୍ରିକ୍‌ ପରୀକ୍ଷା, ଓ୍ବେବ…

ଭୁବନେଶ୍ବର: ଆସନ୍ତା ୧୯ତାରିଖରେ ହେବ ଦଶମ ଶ୍ରେଣୀ ପରୀକ୍ଷା ବା ମାଟ୍ରିକ୍‌ ପରୀକ୍ଷା। ଏଥିପାଇଁ ଓ୍ବେବସାଇଟରେ ମାଟ୍ରିକ୍ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ଆଡ୍‌ମିଡ୍ କାର୍ଡ ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍‌ସାଇଟ୍‌ରେ ଉପଲବ୍ଧ ହୋଇଛି। www.bseodisha.ac.in ଓ୍ବେବ ସାଇଟରେ ଆଡିମଟ କାର୍ଡ ମିଳୁଛି।…

ଆଦିବାସୀ ମେଳା : କାଲୁଆ ପାଗରେ ଖାଦ୍ୟର…

ଭୁବନେଶ୍ୱର : ଆଦିବାସୀ ମେଳାର ଏକାଦଶ ସଂଧ୍ୟାରେ କାଲୁଆ ପାଗରେ ଦର୍ଶକମାନେ ଖାଦ୍ୟର ମଜା ଉଠାଇଥିଲେ । ଝିପିଝିପି ବର୍ଷା ଓ କୋହଲା ପାଗ ସତ୍ୱେ ୬୦ହଜାରରୁ ଅଧିକ ଦର୍ଶକ ଆଦିବାସୀମେଳା ବୁଲି ଆସିଥିବାବେଳେ ଜାତୀୟ ଜନଜାତି ମେଳାରେ ଗରମା ଗରମ ଖାଦ୍ୟ ଖାଇଥିଲେ । ଏଥି ସହିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ…

ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ…

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ହେବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ପୂର୍ବାହ୍ନ ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ଓ ଅପରାହ୍ନ ୧୨ଟା ୧୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ନିର୍ବାଚନ ପୂର୍ବରୁ ଦିଲ୍ଲୀ…

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ଭୋଟ ଗ୍ରହଣ ଦିନକୁ ପୂର୍ବରୁ ଆମ୍‌ ଆଦମୀ ପାର୍ଟିକୁ ଲାଗିଲା ବଡ଼ ଝଟକା। ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିଶୋଦିଆଙ୍କ ଓଏସଡି(ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ) ଗୋପାଳ କୃଷ୍ଣ ମାଧବଙ୍କୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ସମୟରେ ଗିରଫ କରିଛି। ଗୁରୁବାର ବିଳମ୍ବିତ…

ନିଖୋଜ ୨ ନାବାଳିକାଙ୍କ ମୃତଦେହ ଉଦ୍ଧାର

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ପଖନାପାରା ଗାଁରୁ ୨ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ସନ୍ଧ୍ୟାରେ ଗାଁ ପାଖ କୂଅରେ ୮ ବର୍ଷିୟ ପଞ୍ଚବତୀ ତିୱାରୀଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ ରାଇଘର ଅଗ୍ନିଶମ ବିଭାଗ ଘଟଣାସ୍ଥଳକୁ ଯାଇ ଝିଅର ମୃତଦେହ ଉଦ୍ଧାର…

ଆଜି ସୁପ୍ରିମକୋର୍ଟରେ ନିର୍ଭୟା ଶୁଣାଣି,…

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟରେ ନିର୍ଭୟା ମାମଲାର ଶୁଣାଣି। ନିର୍ଭୟା ଦୋଷୀଙ୍କ ଡେଥ୍‌ ୱାରେଣ୍ଟ ଉପରେ ରହିତାଦେଶ ଓ ଏକକାଳୀନ ଫାଶୀ ଦେବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌ କୋର୍ଟରେ ହୋଇଥିବା ଆବେଦନ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟ। ସୁଚନାଯୋଗ୍ୟ, ଫାଶୀ ଉପରେ ଥିବା…

ପ୍ରେମିକାଙ୍କୁ ପତ୍ନୀର ମାନ୍ୟତା ଦେବାକୁ…

ଭୁବନେଶ୍ଵର: ପ୍ରେମ ପାଇଁ ଜଣେ ଅନ୍ୟ ଜଣକ ଲାଗି ସବୁକିଛି ତ୍ୟାଗ କରିବାକୁ ବି ପଛାଇ ନ ଥାଏ। ଏହାର ଏକ ବାସ୍ତବ ଉଦାହରଣ ଦେଖିବାକୁ ମିଳିଛି ନୂଆଦିଲ୍ଲୀରେ। ନିଜ ପ୍ରେମକୁ ପାଇବା ଲାଗି ଜଣେ ବି.ଟେକ୍‌ ଛାତ୍ରୀ ଝିଅରୁ ପୁଅ ହୋଇଛନ୍ତି। ଆଉ ଶେଷରେ ଭଲ ପାଉଥିବା ନିଜ ମନର ମଣିଷକୁ ବିବାହ କରିଛନ୍ତି।…