ସଂଜୀବ ପାଣିଗ୍ରାହୀ ହେବେ ହାଇକୋର୍ଟ ଜଜ୍

ଭୁବନେଶ୍ବର: ସଂଜୀବ ପାଣିଗ୍ରାହୀ ହେବେ ହାଇକୋର୍ଟ ବିଚାରପତି। ସଂଜୀବ ପାଣିଗ୍ରାହୀଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେଲେ ରାଷ୍ଟ୍ରପତି। ସଂଜୀବଙ୍କ ନିଯୁକ୍ତି ନେଇ ଆଇ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି। ସଂଜୀବ ପାଣିଗ୍ରାହୀ ଏବେ ସୁପ୍ରିମକୋର୍ଟରେ ଆଇନଜୀବୀ ଅଛନ୍ତି। ସଂଜୀବ ପାଣିଗ୍ରାହୀଙ୍କ ନିଯୁକ୍ତି ପରେ ଓଡିଶା ହାଇକୋର୍ଟ ବିଚାରପତି ସଂଖ୍ୟା ୧୫ ହେବ।