Odisha Link
Bridging the Missing Links in Odisha
Daily Archives

February 14, 2020

ସୁଷମାଙ୍କୁ ସମ୍ମାନ

ନୂଆଦିଲ୍ଲୀ: ଆଜି ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ଜନ୍ମଜୟନ୍ତୀ। ସୁଷମାଙ୍କ ଜନ୍ମଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ପୃଥିବୀର କୋଣ ଅନୁକୋଣରେ ରହୁଥିବା ଭାରତୀୟ ସମୁଦାୟ ସହ ସମ୍ପର୍କ କରିବାର ପ୍ରମୁଖ ସାଂସ୍କୃତିକ କେନ୍ଦ୍ର ‘ପ୍ରବାସୀ ଭାରତୀୟ କେନ୍ଦ୍ର’ର ନୂତନ ନାମକରଣ…

ବିଧାନସଭା ଅଧିବେଶନ ଆରମ୍ଭ, ଅଭିଭାଷଣ…

ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ଅଭିଭାଷଣ ରଖିଲେ ମହାମହିମ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍। ଅଭିଭାଷଣ ଆରମ୍ଭରୁ ସହିଦ ଓ ଦିବଙ୍ଗତ ନେତା ବିୟୋଗରେ ଶୋକପ୍ରସ୍ତାବ ଆଗତ କଲେ। ଏହାପରେ ବଜେଟ୍ ଅଭିଭାଷଣରେ, ମୋ ସରକାରକୁ କାର୍ଯ୍ୟକ୍ରମକୁ ପ୍ରଶଂସା କଲେ…

ମହଙ୍ଗା ଭତ୍ତା ୫% ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଉପହାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ସରକାର ୫ ପ୍ରତିଶତ ବୃଦ୍ଧି କରିଛନ୍ତି । ୨୦୨୦ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହା ଲାଗୁ ହେବ । କେବଳ ଏତିକି ନୁହେଁ ସପ୍ତମ ବେତନ କମିଶନଙ୍କ ଆଧାରରେ ମହଙ୍ଗା ଭତ୍ତା ବଢ଼ାଇବା…

ହସ୍ପିଟାଲରେ ନର୍ସଙ୍କୁ ଆକ୍ରମଣ ଅଭିଯୋଗ

ବଲାଙ୍ଗୀର: ବଲାଙ୍ଗୀରର ଭୀମଭୋଇ ହସ୍ପିଟାଲରେ ଉତେଜନା ଦେଖା ଦେଇଛି। ଜଣେ କାର୍ଯ୍ୟରତ ନର୍ସଙ୍କୁ ରୋଗୀ ସମ୍ପର୍କୀୟଙ୍କ ଆକ୍ରମଣ କରିବା ଅଭିଯୋଗରେ ଦେଖା ଦେଇଛି ଉତେଜନା। ନର୍ସମାନଙ୍କୁ ସୁରକ୍ଷା ଯୋଗାଇ ଦେବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଛନ୍ତି…

ନିର୍ଭୟା ମାମଲା: ଦୋଷୀଙ୍କୁ ପୃଥକ ଫାଶୀ…

ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବା ପାଇଁ କେନ୍ଦ୍ର ସରକାରଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରିବେ। ସୁପ୍ରିମକୋର୍ଟ ଦୋଷୀ ପବନ ପକ୍ଷରୁ ଦଲିଲ ରଖିବା ପାଇଁ ପୂର୍ବ ବିଚାରପତି ତଥା ବରିଷ୍ଠ ଆଇନଜୀବୀ ଅଂଜନା ପ୍ରକାଶଙ୍କୁ ଏମିକସ୍ ନିଯୁକ୍ତି ଦେଇଛନ୍ତି ।…

ପୋଖରୀକୁ ଫୁଲ ତୋଳିବାକୁ ଯାଇ ସଲିଳ ସମାଧି

ବିନିକା: ଆଜି ସକାଳେ ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାଯାଇଛି। ପୋଖରୀକୁ ପଦ୍ମଫୁଲ ତୋଳିବାକୁ ଯାଇ ପାଣିରେ ବୁଡ଼ି ଜଣେ ଯୁବତୀଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ଆଜି ସକାଳ ୬ଟା ବେଳେ ବିନିକା ଥାନା ଅନ୍ତର୍ଗତ ଚରଦା ଗ୍ରାମର ୧୮ ବର୍ଷୀୟା ଯୁବତୀ…

ଟ୍ରାକ୍ଟର-ଟ୍ରକ୍ ମୁହାଁମୁହିଁ ଧକ୍କା,…

କଳାହାଣ୍ଡି: ଏକ ବାଲି ବୋଝେଇ ଟ୍ରାକ୍ଟର ଓ ମକା ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ଫଳରେ ଦୁଇ ଗାଡିର ଡ୍ରାଇଭର ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ୨୬ ନମ୍ବର ଜାତୀୟ ରାଜପଥ ବଞ୍ଜାରୀ ମନ୍ଦିର ନିକଟରେ…

ପୁଲ୍‌ଓ୍ଵାମା ଆକ୍ରମଣକୁ ବର୍ଷେ ପୁରିଲା

ନୂଆଦିଲ୍ଲୀ: ପୁଲ୍‌ଓ୍ଵାମା ଆତଙ୍କବାଦୀ ଆକ୍ରମଣକୁ ଆଜି ବର୍ଷେ ପୂରିଲା। ଗତ ବର୍ଷ ଫେବୃଆରୀ ୧୪ ତାରିଖ ଦିନ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ଵାମା ଠାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୪୦ଜଣ ଯବାନ ସହିଦ ହୋଇଥିଲେ। ଆଜି ସାରା ଦେଶ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଶହୀଦ ଯବାନଙ୍କ ସ୍ମୃତିରେ ବିସ୍ଫୋରଣ…

ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ: ସିଟି ହସ୍ପିଟାଲ ଦାବିରେ ଢ଼େଙ୍କାନାଳରେ ତେଜିଲା ଆନ୍ଦୋଳନ । ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି ବିଭିନ୍ନ ସଂଘ ଓ ସଂଗଠନ। ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସେହିପରି ଗାଡି ଚଳାଚଳ ପ୍ରଭାବିତ ହୋଇଛି। ଫଳରେ ଜୀବନଯାତ୍ରା ଠପ ହୋଇଯାଇଛି। ଏହି ଆନ୍ଦୋଳନକୁ ବୁଦ୍ଧିଜୀବୀ ମହଲରେ…

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ତୃତୀୟ ତଥା ବଜେଟ ଅଧିବେଶନ ଆଜି ଠାରୁ ଆରମ୍ଭ ହେଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୧ ତାରିଖରୁ ଏପ୍ରିଲ ୯ ତାରିଖ…