ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍ କାର୍ଡ ନ…
କୋଣାର୍କ: ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍ କାର୍ଡ ନ ଦେବାରୁ ଜଣେ ଛାତ୍ର ଏହି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ରାମଚଣ୍ଡୀ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଥାନା ଅନ୍ତର୍ଗତ ବାବା ବାଲି କପିଳେଶ୍ୱର ସ୍କୁଲର ଛାତ୍ର ସୌମ୍ୟ ରଞ୍ଜନ ଫର୍ମ ଫିଲପ୍…