Odisha Link
Bridging the Missing Links in Odisha

ଆଇଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ ଆଇଏଏସ ସ୍ତରରେ ଛୋଟ ଅଦଳ ବଦଳ କରିଛନ୍ତି। ତଦନୁଯାୟୀ ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଧା ରାଜ୍ୟପାଳଙ୍କ ସଚିବଭାବେ ନିଯୁକ୍ତ ହୋଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢୀଙ୍କୁ ଚକବନ୍ଦୀ କମିଶନରଭାବେ ନିଯୁକ୍ତ କରାଯାଇଛି।

Comments are closed.