Odisha Link
Bridging the Missing Links in Odisha

ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଗିରଫ ହେଲେ ପିଇଓ

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନପଙ୍ଗ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ପଞ୍ଚାୟତ ଅଫିସରେ ସ୍ବାବଲମ୍ବୀ କାରିଗର ଭବେ କାର୍ଯ୍ୟ କରୁଥିବା ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ହୋଇଥିଲା। ମହିଳା ଜଣଙ୍କ ଭଣ୍ଡାରିପୋଖରୀ ଥାନାରେ ଏତଲା ଦେଇଥିଲେ। ପରେ ଏସପିଙ୍କୁ ମଧ୍ୟ ଭେଟିଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ମହିଳା ଜଣଙ୍କ ଜିଲ୍ଲାପାଳଙ୍କ ନିକଟରେ ନ୍ୟାୟ ଭିକ୍ଷା କରିଥିଲେ। ଫଳରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ ହୋଇଥିବା ଜଣାପଡିଛି।

Comments are closed.