Odisha Link
Bridging the Missing Links in Odisha

ସ୍ବାମୀଙ୍କୁ ଟାଙ୍ଗିଆ ହାଣିଲା ସ୍ତ୍ରୀ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଉପରଝାପି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସ୍ତ୍ରୀର ଟାଙ୍ଗିଆ ଚୋଟରେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ହରି ମାଝୀ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତେବେ ପାରିବାରିକ କଳହ ଯୋଗୁଁ ଏଭଳି ଘଟିଥିବା ସନ୍ଦେହ କରାଯାଉଛି। ଅଭିଯୁକ୍ତ ସ୍ତ୍ରୀ ଲକ୍ଷ୍ମୀ ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଥୁଆମୁଳ ରାମପୁର ପୋଲିସ। ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

Comments are closed.