Odisha Link
Bridging the Missing Links in Odisha

ରାଜଧାନୀରେ ଛେଚିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଛେଚିଲା ବର୍ଷା। ପ୍ରଥମେ ପ୍ରବଳ ପବନ ବୋହିଥିଲା । ପରେ ବିଭିନ୍ନ ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଆସନ୍ତା ୫ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ । ଏହି ଜିଲ୍ଲାଗୁଡ଼ିକରେ କୁଆପଥର ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.