Odisha Link
Bridging the Missing Links in Odisha

କରୋନା: ଦେଶବାସୀଙ୍କୁ ସମ୍ବୋଧନ କରୁଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ଭାଇରସ୍‌କୁ ନେଇ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତରେ କରୋନା ଭାଇରସ ରୋଗୀ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। କରୋନା ଭାଇରସରେ ୪ଜଣ ଭାରତୀୟ ଏପର୍ଯ୍ୟନ୍ତ ମୃତ୍ୟୁବରଣ କରିଛନ୍ତି। ଏହି ସମୟରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Comments are closed.