Odisha Link
Bridging the Missing Links in Odisha
Daily Archives

March 28, 2020

କିମ୍ସ କରୋନା ହସ୍ପିଟାଲ ବୁଲିଲେ ୩ ସଚିବ

ଭୁବନେଶ୍ବର: ଓଡ଼ିଶା ସରକାଙ୍କ ପକ୍ଷରୁ କିମ୍ସ ହସ୍ପିଟାଲରେ ପ୍ରସ୍ତୁତ ହେଉଥିବା ସ୍ବତନ୍ତ୍ର କରୋନା ହ୍ପିଟାଲ ବୁଲି ଦେଖିଛନ୍ତି ତିନି ସଚିବ। କିମ୍ସରେ ପ୍ରସ୍ତୁତି ପଥେ ୫୦୦ ଶଯ୍ୟା ବିଶିଷ୍ଟ କରୋନା ହସ୍ପିଟାଲକୁ ଆଜି ମୁଖ୍ୟ ସଚିବ ଅସିତ ତ୍ରିପାଠୀ, ୫-ଟି ସଚିବ ଭିକେ ପାଣ୍ଡିଆନ ଓ ସ୍ବାସ୍ଥ୍ୟ ସଚିବ…

ଦକ୍ଷିଣ ଆଫ୍ରିକା ବୋଲର ଛାଡ଼ିଲେ ନିଜ ଦେଶ,…

ଓଏଲ୍‌ ବ୍ୟୁରୋ: କ୍ରିକେଟ ପ୍ରେମୀ ଆଉ ଅଫ ସ୍ପିନର ଡେନ୍‌ ପିଟ୍‌ଙ୍କୁ ଦକ୍ଷିଣ ଆଫ୍ରିକା ଦଳରେ ଦେଖିବାକୁ ପାଇବେନି। କାରଣ ସେ ଆଉ ଦକ୍ଷିଣ ଆଫ୍ରିକା ପକ୍ଷରୁ କ୍ରିକେଟ ଖେଳିବେ ନାହିଁ। ଆମେରିକାକୁ ବିଶ୍ୱକପ କ୍ରିକେଟ ଖେଳାଇବା ଦିଗରେ ସେ ସମସ୍ତ ପ୍ରକାରର ଉଦ୍ୟମ କରିବେ ଓ ଏଥିପାଇଁ ସେ ଦକ୍ଷିଣ ଆଫ୍ରିକା…

୧୦୪ ନମ୍ବର କାଲି ଘଣ୍ଟାଏ ବନ୍ଦ ରହିବ

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦେକ୍ଷେପ ନେଉଛନ୍ତି। ଅପରପକ୍ଷେ ରାଜ୍ୟର ତୃତୀୟ କରୋନା ଆକ୍ରାନ୍ତ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛନ୍ତି। ଏପରିକି ତାଙ୍କ ପାଇଁ ରାଜ୍ୟରେ କରୋନା ଭାଇରସ୍ ଷ୍ଟେଜ-ଥ୍ରୀକୁ ଯାଇପାରେ ବୋଲି କୁହାଯାଉଛି। କାରଣ…

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ନେଇ WHOର…

ଓଏଲ୍‌ ବ୍ୟୁରୋ: ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ରେ କରୋନା ରୋଗ ଭଲ ହେଉଥିବା ନେଇ ସ୍ବାସ୍ଥ୍ୟ ଗବେଷକଙ୍କ ଦାବି ପରେ ଏହାକୁ ନେଇ ଏକାତା ପରୀକ୍ଷଣ (Solidarity Trial) ଆରମ୍ଭ କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (WHO)। ଅଧିକରୁ ଅଧିକ ଦେଶ ଏହି ପରୀକ୍ଷଣରେ ସାମିଲ ହେବାକୁ ହୁ ଆହ୍ବାନ ଦେଇଛି।…

୩ୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ…

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦେକ୍ଷେପ ନେଉଛନ୍ତି। ଅପରପକ୍ଷେ ରାଜ୍ୟର ତୃତୀୟ କରୋନା ଆକ୍ରାନ୍ତ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛନ୍ତି। ଏପରିକି ତାଙ୍କ ପାଇଁ ରାଜ୍ୟରେ କରୋନା ଭାଇରସ୍ ଷ୍ଟେଜ-ଥ୍ରୀକୁ ଯାଇପାରେ ବୋଲି କୁହାଯାଉଛି। କାରଣ…

PM CARES: ଦେଶବାସୀଙ୍କୁ ଦାନ ମାଗିଲେ…

ନୂଆଦିଲ୍ଲୀ: ସାରା ବିଶ୍ବକୁ କରୋନା ଭୂତାଣୁ ଭୟଭୀତ କରିଥିବା ବେଳେ ଭାରତ ମଧ୍ୟ ଏହି ମାରାତ୍ମକ ରୋଗ ସହ ଲଢ଼େଇ କରୁଛି। ଗୋଟିଏ ପଟେ ସାରା ଦେଶ ଲକ୍‌ଡାାଉନ୍‌ ଥିବା ବେଳେ ଅନ୍ୟପଟେ ଜନତା ଓ ରାଷ୍ଟ୍ରର ଅର୍ଥନୀତି ମଧ୍ୟ ପ୍ରଭାବିତ ହୋଇଛି। ଏଭଳି ସମୟରେ ଦେଶର ଏଇ ଲଢ଼େଇରେ ସାମିଲ ହେବା ଲାଗି ଦେଶବାସୀଙ୍କୁ…

କରୋନାକୁ ଦୂରେଇବ ଏହି ବଟିକା!

ଓଏଲ୍‌ ବ୍ୟୁରୋ: ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଖାଇଲେ କରୋନା ଭୂତାଣୁକୁ ଦୂରେଇ ହେବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପଙ୍କ ଘୋଷଣା ପରେ ଏବେ ସାରା ବିଶ୍ବରେ ଏହାକୁ ନେଇ ଚର୍ଚ୍ଚା। ଭାରତରେ ମଧ୍ୟ ଗତ ମାର୍ଚ୍ଚ ୨୩ ତାରିଖରେ ଇଣ୍ଡିଆନ କାଉନ୍‌ସିଲ ଫର୍‌ ମେଡିକାଲ ରିସର୍ଚ (ICMR) ଏକ ବିବୃତ୍ତିରେ…

ଗରୀବଙ୍କୁ ମାଗଣା ରନ୍ଧାଖାଦ୍ୟ,…

ଭୁବନେଶ୍ବର: ରାଜ୍ୟରେ କରୋନା ଜନିତ ଲକ୍‌ଡାଉନ୍‌ଖୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ଗରିବ ଲୋକଙ୍କୁ ମାଗଣା ରନ୍ଧାଖାଦ୍ୟ ଦେବା ସହ ରାଜ୍ୟ ସରକାର ଉଠାଦୋକାନୀଙ୍କୁ ୩୦୦୦ ଟଙ୍କା ଲେଖାଏଁ ସହଯୋଗ ରାଶି ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକ…

ପ୍ରବାସୀ ଓଡ଼ିଆ ସଙ୍ଗଠନଙ୍କୁ ସହଯୋଗ…

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା ପାଇଁ ସାରା ଦେଶ ଲକ ଡାଉନ। ଲକ ଉାଉନ ଫଳରେ ବାହାର ରାଜ୍ୟରେ ଫସି ରହିଛନ୍ତି ଅନେକ ଓଡ଼ିଆ ବାସୀ। ଦେଶର ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆ ମାନଙ୍କୁ ସାହାୟତା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ପ୍ରବାସୀ ଓଡ଼ିଆ ସଙ୍ଗଠନକୁ ଅନୁରୋଧ…

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣୀ…

ଲକ୍ଷ୍ନୌ: ବନ୍ଧୁତା ପାଇଁ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିବା ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣୀ ପ୍ରସାଦ ବର୍ମାଙ୍କର ଶୁକ୍ରବାର ଦେହାନ୍ତ ହୋଇଯାଇଛି। ସେ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ସଦସ୍ୟ ଥିଲେ। ସେ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ସ୍ଥାନୀୟ…