Odisha Link
Bridging the Missing Links in Odisha
Daily Archives

May 6, 2020

ଜୁଲାଇ ୨୪ ସୁଦ୍ଧା ଶେଷ ହେବ +୩ ଶେଷ ବର୍ଷ…

ଭୁବନେଶ୍ୱର: ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟ ଅଧିନରେ ଥିବା +୩ ମହାବିଦ୍ୟାଳୟ, ସ୍ୱୟଂ ଶାସିତ ମହାବିଦ୍ୟାଳୟରେ +୩ ର ୬ଷ୍ଠ ସେମିଷ୍ଟାର ପରୀକ୍ଷା ଜୁନ ୨୦ ତାରିଖ ପରେ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖ ସୁଦ୍ଧା ଶେଷ ହେବ ଏବଂ ପରୀକ୍ଷା ଫଳ ଅଗଷ୍ଟ ମାସ ୩୧ ତାରିଖ ସୁଦ୍ଧା ପ୍ରକାଶ ହେବ। ସେହିପରି…

ଜଗତସିଂହପୁର ଛୁଇଁଲା କରୋନା, ୪ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଁଞ୍ଚିଛି। ପ୍ରଥମ ଥର ପାଇଁ ଜଗତସିଂହପୁର ଜିଲ୍ଲାକୁ ବ୍ୟାପିଲା କରୋନା ସଂକ୍ରମଣ। ଆଜି ସନ୍ଧ୍ୟାରେ ଚିହ୍ନଟ ହୋିଥିବା ୫ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଆକ୍ରାନ୍ତ ଜଗତସିଂହପୁର ଜିଲ୍ଲାର।…

ମେ ୧୭ ପରେ କ’ଣ ହେବ? : ସୋନିଆ

ନୂଆଦିଲ୍ଲୀ: ବିଶ୍ବ ମହାମାରୀ କରୋନା ଭାଇରସ୍‌କୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ହୋଇଛି। ମେ ୧୭ରେ ସରିବ ଅବଧି। ତେବେ ଲକଡାଉନ୍ ଖୋଲିବା ପରେ ପରିସ୍ଥିତି ସ୍ୱାଭାବିକ ହେବ କି ନାହିଁ ସେ ନେଇ ନେତା ଓ ସାଧାରଣ ଜନତାଙ୍କ ମଧ୍ୟରେ…

ଯାଜପୁର: ଆଉ ଜଣେ କରୋନା ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ସୂଚନା ରହିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଜଣକ କଲିକତା ଫେରନ୍ତା ଓ ସେ ୫୭ ବର୍ଷୀୟ ପୁରୁଷ ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ…

କାଲିଠୁ ଖୋଲିବ ବିଶ୍ବବିଦ୍ୟାଳୟ ଓ କଲେଜ:…

ଭୁବନେଶ୍ବର: ଆଜି ବିଶ୍ବବିଦ୍ୟାଳୟର କୁଳପତିଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନ କରିଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଆଲୋଚନା ପରେ +୩ ଶେଷ ବର୍ଷ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ଶେଷ ହେବ ଓ ପିଜି ଶେଷ ସେମିଷ୍ଟାର ପରୀକ୍ଷା ଅଗଷ୍ଟରେ ୨୦ରେ ହେବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ଅରୁଣ ସାହୁ।…

ଚାନ୍ଦପୁର କୋଭିଡ ହସ୍ପିଟାଲ ପରିଦର୍ଶନ…

ନୟାଗଡ଼: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ କୋଭିଡ ହସ୍ପିଟାଲ ନିର୍ମାଣ କରିଛନ୍ତି। ସମସ୍ତ ଜିଲ୍ଲାରେ କୋଭିଡ଼ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଠିକ ଭାବେ ହେଉଛିକି ନାହିଁ ଏବଂ ଜିଲ୍ଲାର ସ୍ଥିତି…

ଦେଶରେ ୨୭.୧%କୁ ବୃଦ୍ଧି ପାଇଲା ବେକାରି…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ପାଇଁ ସାରା ଦେଶ ଲକ୍‌ଡାଉନ୍‌। ଏପରିକି କେତେକ ସ୍ଥାନରେ ସଟ୍‌ ଡାଉନ୍‌ ହୋଇଛି ମଧ୍ୟ। ବର୍ତ୍ତମାନ ସମୟରେ ଜୀବନ ଯାତ୍ରା ଏକଦମ୍‌ ଠପ୍‌ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏହାରି ମଧ୍ୟରେ ଏକ ବଡ଼ ଖବର ମଧ୍ୟ ସାମ୍ନାକୁ ଆସିଛି। ଗତ ଏପ୍ରିଲ୍‌ ମାସରେ ଦେଶର ବେକାରି…

ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଁଞ୍ଚିଛି। ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ…

ବାଲେଶ୍ବରରୁ ଆଉ ଜଣେ କରୋନା ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ବାଲେଶ୍ବର ଜିଲ୍ଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୮ରେ ପହଁଞ୍ଚିଛି। ବାଲେଶ୍ବର ଜିଲ୍ଲାରେ ଏପର୍ଯ୍ୟନ୍ତ ୨୫ ଜଣ…

କରୋନା: ଦେଶରେ ୫୦ ହଜାର ପାଖାପାଖି…

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି।‌ ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ…