ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଁଞ୍ଚିଛି।
ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଁଞ୍ଚିଛି। ସେମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ ଜଣ ସୁସ୍ଥ ହୋଇଚନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଛି।