Odisha Link
Bridging the Missing Links in Odisha
Daily Archives

May 11, 2020

ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା…

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡା. ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ନୂଆଦିଲ୍ଲୀ ସ୍ଥିତ ଏମ୍‌ସରେ କାର୍ଡିଓଥୋରାସିସ୍‌ ସେଣ୍ଟରରେ ମନମୋହନଙ୍କୁ ରଖି ତାଙ୍କର ଚିକିତ୍ସା କରାଯାଉଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ରବିବାର ରାତିରେ…

କରୋନା: ଦେଶରେ ୨୨ଶହ ଟପିଲା ମୃତକଙ୍କ…

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି।‌ ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।…

ଓଡ଼ିଶାରେ କରୋନା: ଆଉ ୧୪ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୩୯୧ରେ ପହଁଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୨, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭାରତ ପ୍ରସ୍ତୁତ କଲା କରୋନା ଆଣ୍ଟିବଡି…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ କୁ ନେଇ ସାରା ବିଶ୍ବ ଚିନ୍ତିତ। ଭାରତରେ ବିଗତ କିଛି ଦିନ ହେବ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତକୁ ମିଳିଛି ଏକ ବଡ଼ ସଫଳତା। ଭାରତ ସ୍ବଦେଶୀ ଜ୍ଞାନ କୌଶଳରେ ବିକଶିତ କରିଛି ଟେଷ୍ଟିଂ କିଟ୍ସ୍। ରବିବାର ଦିନ କେନ୍ଦ୍ର…

ଆଜି ମୁଖ୍ୟମନ୍ତ୍ରୀ ମାନଙ୍କ ସହ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କୋଭିଡ-୧୯ ବା କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୩ଟା ସମୟରେ ଦେଶର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଭିଡିଓ କନଫରେନ୍ସିଂରେ କରୋନା ମହାମାରୀ ପ୍ରସଙ୍ଗରେ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀଙ୍କ…

ଆମେରିକାର ପ୍ରବାସୀ ଓଡ଼ିଆଙ୍କ ସହ ଭିଡିଓ…

ନୂଆଦିଲ୍ଲୀ: କରୋନା ମହାମାରୀ ମୁକାବିଲା ସମୟରେ ଆମେରିକାରେ ବସବାସ କରୁଥିବା ଅନେକ ପ୍ରତିଷ୍ଠିତ ଓଡିଆ ମାନଙ୍କ ସହ ଭିଡିଓ କନଫରେନ୍ସିଂରେ ଦୀର୍ଘ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନା ବିଶ୍ୱ ମହମାରୀର ସବୁ ଅସୁବିଧା ଏବଂ ଆହ୍ୱାନ ମଧ୍ୟରେ ଭାରତ ଓ ଓଡିଶାର ବିକାଶ ପାଇଁ ନୂଆ…