Odisha Link
Bridging the Missing Links in Odisha
Daily Archives

May 13, 2020

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ମେ’ ୧୫ ତାରିଖ ସୁଦ୍ଧା ଡିପ୍ରେସନର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଏହାପରେ ଏହା ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ଏହା…

ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୪୩ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ବରରୁ ୯ଜଣ, ଭୁବନେଶ୍ବରରୁ ୮ଜଣ, ଭଦ୍ରକରୁ ୪ଜଣ, ଗଞ୍ଜାମ ଓ…

ଅପରାହ୍ଣ ୪ଟାରେ ପେଡ଼ି ଖୋଲିବେ…

ନୂଆଦିଲ୍ଲୀ: କରୋନା ବିତ୍ପାତ ପାଇଁ ଦେଶବାସୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଯିବାକୁ ବସିଥିବା ବେଳେ ଗତକାଲି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ବରାଦ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆତ୍ମନିର୍ଭର ଭାରତ ଅଭିଯାନ ଯୋଜନାରେ ଏହି ଅର୍ଥ କେଉଁ କ୍ଷେତ୍ରରେ କିଭଳି ଖର୍ଚ୍ଚ ହେବ ଓ କିଭଳି ଜନସାଧାରଣ…

ଗ୍ରୀନ୍‌ ଜୋନରେ ଗଡ଼ିବ ସରକାରୀ ବସ୍

ଭୁବନେଶ୍ୱର: ଗ୍ରୀନ୍‌ ଜୋନରେ ଚାଲିବ ସରକାରୀ ବସ୍। ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଣିକି ଗ୍ରୀନ ଜୋନରେ ଓଏସଆରଟିସି ବସ ଚଳାଚଳ କରିବ। ସେଥିରେ ୫୦% ଯାତ୍ରୀ ଯାଇପାରିବେ। ଗ୍ରୀନ ଜୋନରେ ଘରୋଇ ବସ ଚଳାଚଳ କରିବାକୁ ପୂର୍ବରୁ ଅନୁମତି ଦିଆଯାଇଥିଲା। ହେଲେ ଘରୋଇ ବସ୍‌ ମାଲିକ ମାନେ ବିଭିନ୍ନ…

ମାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାୟନ…

ଭୁବନେଶ୍ବର: ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମାର୍ଚ୍ଚ ମାସରୁ ସରିଥିବା ସତ୍ତ୍ବେ ମହାମାରୀ କରୋନା ଭାଇରସ୍‌ ଓ ଳକ୍‌ଡାଉନ୍‌ ପାଇଁ ପରୀକ୍ଷା ଖାତା ମୂଲ୍ୟାୟନ ହୋଇ ପାରିନାହିଁ। ହେଲେ ଏହାରି ମଧ୍ୟରେ ଓଡ଼ିଶା ସରକାରଙ୍କର ବିଦ୍ୟାଳୟ ଓ ଗଣିଶିକ୍ଷା ବିଭାଗ ଆସନ୍ତା ୨୦ ତାରିଖରୁ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ହେବ…

୨୪ ଘଣ୍ଟାରେ ୩୫୨୫ କରୋନା ଆକ୍ରାନ୍ତ…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୭୪ ହଜାର ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ…

କରୋନା: ଗଞ୍ଜାମରେ ୨ଶହ ଟପିଲା…

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ପ୍ରକାଶ ପାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୫୨ଜଣ ଚିହ୍ନଟ ହୋଇଛନ୍ତି।…

ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ପ୍ରକାଶ ପାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୫୨, ବାଲେଶ୍ବରରୁ ୩୩,…