Odisha Link
Bridging the Missing Links in Odisha

ଭଲ ଖବର: ସୁସ୍ଥ ହେଲେ ଆଉ ୩୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୦ ଆକ୍ରାନ୍ତ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦିପ୍ତ ମହାପାତ୍ର। ଫଲରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୯୬ରେ ପହଁଞ୍ଚିଛି।

ତେବେ ୩୦ ଜଣ ସୁସ୍ଥ କେଉଁ ଜିଲ୍ଲାର ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ ସୂଚନା ମିଳି ପାରିନାହିଁ। ଫଳରେ ଏବେ ସୁଦ୍ଧା ରାଜ୍ୟରେ ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ଜଣଙ୍କର ମୃତ୍ୟୁ ହୋଇଛି। ଆଉ ୧୯୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରରିଛନ୍ତି।

Comments are closed.