Odisha Link
Bridging the Missing Links in Odisha
Daily Archives

May 16, 2020

ଅବପାତର ରୂପ ନେଲା ଦକ୍ଷିଣ ବଙ୍ଗୋପସାଗରରେ…

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ। ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ବାତ୍ୟାର ରୂପ ନେବ। ତେବେ ଏହା ପାରାଦୀପ ଠାରୁ ଦକ୍ଷିଣରେ ୧୧ଶହ କିଲୋମିଟର ଦୂର ଓ ଦୀଘାଠାରୁ ୧୨ଶହ ୫୦ କିଲୋମିଟର ଦୂରରେ ଅବସ୍ଥିତ ଅଛି। ପରବର୍ତୀ ୧୨ଘଣ୍ଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ…

ରାଜ୍ୟରେ ୭ଶହ ଡେଇଁଲା ଆକ୍ରାନ୍ତଙ୍କ…

ଭୁବନେଶ୍ବର: ରାଜ୍ୟରେ ଆଜି ସକାଳୁ ସକାଳୁ ନୂଆ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରେ ପ୍ରକାଶ ପାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୩୧ ଜଣ,…