Odisha Link
Bridging the Missing Links in Odisha

ଭଲ ଖବର: ସୁସ୍ଥ ହେଲେ ଆଉ ୨୪, ମୋଟ ୨୨୦

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୨୨୦ରେ ପହଁଞ୍ଚିଛି।

ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମର ୧୯, ଯାଜପୁରର ୩ ଓ ବାଲେଶ୍ୱରର ୨ ଆକ୍ରାନ୍ତ ସାମିଲ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟରେ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ୨୨୦ ସୁସ୍ଥ ହୋଇଛନ୍ତି ଓ ୪ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.