Odisha Link
Bridging the Missing Links in Odisha
Daily Archives

May 18, 2020

CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଜୁଲାଇ…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ପାଇଁ ଅନେକ ପରୀକ୍ଷା ସ୍ଥଗିତ ରହିଥିଲା। ହେଲେ ଜୁଲାଇ ୧ରୁ ହେବ CBSE ଦ୍ୱାଦଶ ଶ୍ରେଣୀ ବାକି ରହି ଯାଇଥିବା ପରୀକ୍ଷା। ଏ ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଜୁଲାଇ୧ ରେ ହୋମ୍ ସାଇନ୍ସରୁ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ତେବେ ପରୀକ୍ଷା ପୂର୍ବରୁ…

ଘୁଞ୍ଚିଲା ମାଟ୍ରିକ୍‌ ଖାତାଦେଖା ତାରିଖ,…

ଭୁବନେଶ୍ବର: ମହାବାତ୍ୟା "ଅମ୍ପାନ୍" ପାଇଁ ଘୁଞ୍ଚିଲା ମାଟ୍ରିକ୍‌ ଖାତାଦେଖା। ମହାବାତ୍ୟାକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ। ଚଳିତ ମାସ ୨୦ ତାରିଖରେ ମାଟ୍ରିକ୍‌ ଖାତାଦେଖା ଆରମ୍ଭ ହୋଇଥାନ୍ତେ। ହେଲେ ଏହା ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିିକ୍ ଖାତାଦେଖା ହେବ। ଘରଠୁ ୧୦ କିଲୋମିଟର…

ଲୋକସେବା ଭବନରେ ଖରିଫ ଚାଷ ନିମନ୍ତେ…

ଭୁବନେଶ୍ୱର: ଚଳିତ ୨୦୨୦ ବର୍ଷର ରାଜ୍ୟରେ ଖରିଫ କାର୍ଯ୍ୟକ୍ରମ ର ଖସଡ଼ା ପ୍ରସ୍ତୁତ ପାଇଁ ଆଜି ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନ ଠାରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭିଡିଓ କଂଫେରେନ୍ସି ମାଧ୍ୟମରେ କୃଷି ବିଭାଗର ଜିଲ୍ଲା ସ୍ତରୀୟ ଓ…

ଭଲ ଖବର: କରୋନା ମୁକ୍ତ ହେଲା ଭୁବନେଶ୍ବର…

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୨୭୭ରେ ପହଁଞ୍ଚିଛି। ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ର ୪୦, ଜଗତସିଂହପୁରରେ ୫, ମୟୁରଭଞ୍ଜରେ ୪, ଭୁବନେଶ୍ୱରରେ ୩, ବଲାଙ୍ଗିରରେ ୨, ସୁନ୍ଦରଗଡ଼ , ବାଲେଶ୍ୱର ଓ କେନ୍ଦ୍ରାପଡ଼ାର…

ମହାବାତ୍ୟାରେ ପରିଣତ ହେଲା…

ଭୁବନେଶ୍ବର: ଆଜି ସମୁଦ୍ର ମଧ୍ୟରେ ମହାବାତ୍ୟାର ରୂପ ନେଇଛି "ଅମ୍ପାନ୍"। ସାଢ଼େ ୧୧ଟାରେ ମହାବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି। ସମୁଦ୍ର ଭିତରେ ଘଣ୍ଟାକୁ ୨୩୦ କିଲୋମିଟର ବେଗରେ ପବନ ବହୁଛି। ଏହାସହ ଘଣ୍ଟାକୁ ୮କିଲୋମିଟର ବେଗରେ ଗତି କରୁଛି…

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ବସ୍‌…

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ଚଳାଚଳ କରିବ ବସ୍‌। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ରାଜ୍ୟରେ ବସ୍ ସେବାକୁ ପୂର୍ବ ଭଳି ସ୍ବାଭାବିକ କରିବା ଲାଗି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଗତକାଲିରୁ ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍ ଘୋଷଣା ପରେ ପରିବହନ ନୀତିରେ କୋହଳ…

ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ…

ଭୁବନେଶ୍ବର: ରାଜ୍ୟରେ ଆଜି ନୂଆ କରି ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଁଞ୍ଚିଛି। ଏଥିସହିତ ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ତ‌ଥ୍ୟ ପ୍ରକାଶ କରିଛନ୍ତି। ଗଞ୍ଜାମରେ ଚିହ୍ନଟ ହୋଇଥିବା ୧୫ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ ସୁରତ ଫେରନ୍ତା ଓ…

‌ସୁପର ସାଇକ୍ଲୋନର ରୂପ ନେଉଛି…

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଉମ୍ପୁନ୍‌ ସୁପର ସାଇକ୍ଲୋନର ରୂପ ନେଉଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହା ୧୨ ଘଣ୍ଟା ମଧ୍ୟରେ ସୁପର ସାଇକ୍ଲୋନ ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…

ଭାରତରେ କରୋନା: ୨୪ ଘଣ୍ଟାରେ ସର୍ବାଧିକ…

ନୂଆଦିଲ୍ଲୀ: ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ୍‌ ର ୪ର୍ଥ ପର୍ଯ୍ୟାୟ। ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା…

କରୋନା: ଆଉ ୪୮ ଆକ୍ରାନ୍ତ ଚିହ୍ନଟ,…

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ନୂଆ ୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରେ ପ୍ରକାଶ ପାଇଛି। ଏହାସହ କନ୍ଧମାଳ ଜିଲ୍ଲାକୁ କରୋନା ଛୁଇଁଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ…