Odisha Link
Bridging the Missing Links in Odisha
Daily Archives

June 7, 2020

କେମିତି ଗାଇବେ ରାଜ୍ୟ ସଂଗୀତ, କ’ଣ…

ଭୁବନେଶ୍ବର: କୋଭିଡ୍ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ୨୦୨୦ ମଇ ୩୦ ତାରିଖ ଶନିବାର ସନ୍ଧ୍ୟା ୫ ଘଟିକା ୩୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ଦେଶ ବିଦେଶର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଯେଭଳି ଏକତାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି ଜାତି…

କ୍ୟାବିନେଟ୍‌ ନିଷ୍ପତ୍ତି: ‘ବନ୍ଦେ…

ଭୁବନେଶ୍ବର: ଦୀର୍ଘ ଅପେକ୍ଷା ପରେ ଶେଷରେ 'ବନ୍ଦେ ଉତ୍କଳ ଜନନୀ'କୁ ରାଜ୍ୟ ସଂଗୀତର ମାନ୍ୟତା ଦେଇଛନ୍ତି ଓଡ଼ିଶା ସରକାର। ଆଜି କ୍ୟାବିନେଟ୍‌ ବୈଠକରେ ଏଭଳି ଗୁରୁତ୍ବପୂର୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ୍‌ରେ ଆଜି କେବଳ ଏହି ଗୋଟିଏ ନିଷ୍ପତ୍ତି ପାରିତ ହୋଇଥିବା ସୂଚନା ମିଳିଛି। ରାଜ୍ୟ ସରକାରଙ୍କ…

୩ ବିମାନରେ ଓଡ଼ିଶା ଫେରିଲେ ପ୍ରବାସୀ…

ଭୁବନେଶ୍ବର: ଲକ୍‌ଡାଉନ୍‌ କାରଣରୁ ହିମାଚଳ ପ୍ରଦେଶ ଓ ଜମ୍ମୁ କଶ୍ମୀରରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ସରକାର ଫେରାଇ ଆଣିଛନ୍ତି। ୩ଟି ଏୟାର ଏସିଆ ବିମାନ ଯୋଗେ ୩୫୦ ଜଣ ଶ୍ରମିକଙ୍କୁ ଭୁବନେଶ୍ବର ଅଣାଯାଇଛି। ମିଳିଥିବା ସୂଚନା ଅନୁସାରେ ଜମ୍ମୁକଶ୍ମୀରର ଅନନ୍ତନାଗ, ରାଜୌରୀ, ପୁଞ୍ଚ, ଜମ୍ମୁ ଓ ଶମ୍ବା…

ଗୁଜୁରାଟ କଂଗ୍ରେସରେ ମହାନାଟକ, ୬୫…

ନୂଆଦିଲ୍ଲୀ: ସାରା ଦେଶ ମହାମାରୀ କରୋନା ସଙ୍କଟ ମଧ୍ୟରେ ଗତି କରୁଥିବା ସମୟରେ ଜୁନ୍‌ ୧୯ରେ ହେବ ରାଜ୍ୟସଭା ନିର୍ବାଚନ। ଯାହାକୁ ନେଇ ପୁଣିଥରେ ରାଜନୀତିରେ ଅଦଳବଦଳ ନୀତି ଆପଣେଇଛନ୍ତି ନେତା। ସେହିପରି ରାଜ୍ୟସଭା ନିର୍ବାଚନ ପୂର୍ବରୁ ଗୁଜୁରାଟ କଂଗ୍ରେସରେ ଦେଖିବାକୁ ମିଳୁଛି ମହାନାଟକ। ଗୁଜୁରାଟ କଂଗ୍ରେସ…

ଆମେରିକା ପରେ ବ୍ରାଜିଲ WHOକୁ ଦେଲା…

ଓଏଲ୍‌ ବ୍ୟୁରୋ: ମହାମାରୀ କରୋନା ଭାଇରସ୍‌ ଦିନକୁ ଦିନ ସାରା ବିଶ୍ବରେ ବ୍ୟାପକ ଭାବେ ସଂକ୍ରମିତ ହେବାରେ ଲାଗିଛି। ଏହାରିମଧ୍ୟରେ ଆମେରିକା ପରେ ମହାମାରୀର କେନ୍ଦ୍ର ପାଲଟିଥିବା ବ୍ରାଜିଲ ମଧ୍ୟ WHO ବିପକ୍ଷରେ ପକ୍ଷପାତିତା ଅଭିଯୋଗ ଆଣିଛି। ଏଥିସହିତ WHO ଛାଡ଼ିବାକୁ ମଧ୍ୟ ଚେତାବନୀ ଦେଇଛି ବ୍ରାଜିଲ।…

ନୟାଗଡ଼: ଆଉ ୪ ଆକ୍ରାନ୍ତ ଚିହ୍ନଟ, ମୋଟ ୮୭

ନୟାଗଡ଼: ରାଜ୍ୟରେ ଆଜି ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଁଞ୍ଚିଛି। ଏଥିସହିତ ନୟାଗଡ଼ ଜିଲ୍ଲାରୁ ଆଜି ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି…

କରୋନା: ରାଜ୍ୟରେ ୯ ଛୁଇଁଲା ମୃତ୍ୟୁ…

ଭୁବନେଶ୍ବର: ରାଜ୍ୟରେ ଆଜି ୧୬ଟି ଜିଳ୍ଲାରୁ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଆଜି ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାାଣ ବିଭାଗ ପଧକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମର ଜଣେ ୫୫ ବର୍ଷିୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ କୋଭିଡ…

କରୋନା: ଆଜି ୧୬ ଜିଲ୍ଲାରୁ ୭୫ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଁଞ୍ଚିଛି। ଆଜି ଚିହ୍ନଟ ହୋଇଥିବା…

କରୋନା: ସ୍ପେନକୁ ଟପିଲା ଭାରତ, ଦିନକରେ…

ନୂଆଦିଲ୍ଲୀ: ଜୀବନ ଓ ଜୀବିକାକୁ ନଜରରେ ରଖି ସାରା ଦେଶରେ ପର୍ଯ୍ୟାୟକ୍ରମେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଉଛି। ହେଲେ ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।…

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ନୀବନ ସରକାରର ୫ମ ପାଳିର ୨ୟ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ ଆଜି ଅନୁଷ୍ଠିତ ହେବ। ଆଜି ରବିବାର ସତ୍ତ୍ବେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ଗୋଟାଏରେ ଅନୁଷ୍ଠିତ ହେବ ଏହି…