Odisha Link
Bridging the Missing Links in Odisha

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

ଭୁବନେଶ୍ୱର: ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟର ବିଚାରପତି। ସାବିତ୍ରୀ ରଥଙ୍କ ନିଯୁକ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ ପ୍ରଦାନ କରିଛନ୍ତି। ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏବେ ଓଡ଼ିଶା ହାଇକୋର୍ଟରେ ମୋଟ ୧୫ ଜଣ ବିଚାରପତି ଅଛନ୍ତି। ସାବିତ୍ରୀ ରଥଙ୍କ ଶପଥ ଗ୍ରହଣ ପରେ ବିଚାରପତିଙ୍କ ସଂଖ୍ୟା ୧୬ରେ ପହଞ୍ଚିବ।

Comments are closed.