Odisha Link
Bridging the Missing Links in Odisha
Daily Archives

June 20, 2020

ଗରିବ କଲ୍ୟାଣ ଅଭିଯାନର ଶୁଭାରମ୍ଭ କଲେ…

ନୂଆଦିଲ୍ଲୀ: ପ୍ରବାସୀ ମାନଙ୍କ ପାଇଁ ଭଲ ଖବର। ଆଜି ଦେଶରେ ଶୁଭାରମ୍ଭ ହେଲା ଗରିବ କଲ୍ୟାଣ ଅଭିଯାନ। ଏହି ଯୋଜନାକୁ ଶୁଭାରମ୍ଭ କରିଛନ୍ତି ପିଏମ୍‌ ନରେନ୍ଦ୍ର ମୋଦି। ଭିଡିଓ କନଫରେନ୍ସିଂରେ ଏହି ଅଭିଯାନର ଶୁଭାରମ୍ଭ କରୁଛନ୍ତି ମୋଦି। ବିହାର ଖଗଡ଼ିଆ ଜିଲ୍ଲା ତେଲିହାର ଗାଁରୁ ଯୋଜନାର ଶୁଭାରମ୍ଭ କରାଯାଉଛି।…

ରଥଯାତ୍ରା ହେଲେ ବିଶ୍ୱସ୍ତରରେ ଦେଶର ଛବି…

ଭୁବନେଶ୍ୱର: ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ନେଇ ନୂଆ ଆଶା ଉଜ୍ଜୀବିତ ସୃଷ୍ଟି ହୋଇଥିବା ବେଳେ ଜଣେ ବିଜେପି ନେତାଙ୍କ ମନ୍ତବ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିପାରେ। ସେ ହେଉଛନ୍ତି ବରିଷ୍ଠ ବିଜେପି ନେତା ଖାରବେଳ ସ୍ୱାଇଁ। ରଥଯାତ୍ରା ହେବା ଉଚିତ ନୁହେଁ ବୋଲି ସେ କହିବା ସହ ଏହାକୁ ବନ୍ଦ କରାଯାଉ ବୋଲି…

ଯବାନଙ୍କ ବଳିଦାନ ବୃଥା ଯିବନି: ଭଦୌରିଆ

ହାଇଦ୍ରାବାଦ: ସୀମାରେ ଶାନ୍ତି ପ୍ରତିଷ୍ଠାପାଇଁ ଭାରତ ସବୁବେଳେ ଉଦ୍ୟମ କରିଆସୁଛି। କିନ୍ତୁ ଯଦି ସୀମାରେ ଆହ୍ୱାନପୂର୍ଣ୍ଣ ସ୍ଥିତି ସୃଷ୍ଟି ହୁଏ ତେବେ ଏହାର ମୁକାବିଲା କରିବାକୁ ଭାରତ ପ୍ରସ୍ତୁତ ବୋଲି ବାୟୁସେନା ମୁଖ୍ୟ ଆର.କେ.ଏସ. ଭଦୌରିଆ କହିଛନ୍ତି। ଚୀନକୁ ଜବାବ ଦେବାକୁ ଆମେ ପ୍ରସ୍ତୁତ ରହିଛୁ ବୋଲି…

୨୬/ ୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ…

ନୂଆଦିଲ୍ଲୀ: କୁଖ୍ୟାତ ଆତଙ୍କବାଦୀ ତଥା ମୁମ୍ବଇ ୨୬/୧୧ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ପାକିସ୍ତାନୀ ଆତଙ୍କବାଦୀ ତହୱୁର ହୁସେନ ରାଣା ଆମେରିକାରେ ଗିରଫ ହୋଇଛି। ଆମେରିକା ପୁଲିସ ଲସ୍‌ ଏଞ୍ଜେଲ୍ସରୁ ତହୱୁରକୁ ଗିରଫ କରିଛି। ସେ ଦୁଇଦିନ ତଳେ ଆମେରିକାର ଏକ ଜେଲରୁ ମୁକୁଳିଥିଲା। କିନ୍ତୁ ତହବ୍ବୁରକୁ ପ୍ରତ୍ୟର୍ପଣ…

୧୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ମଧ୍ୟ ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କରୋନା: ଦିନକରେ ସର୍ବାଧିକ ୧୪ ହଜାରରୁ…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିସହିତ ଦନକରେ ଭାରତରେ କରୋନା ଜନିତ ମୃତ୍ୟୁସଂଖ୍ୟା ରେକର୍ଡ ସୃଷ୍ଟି କରିଛି। ୨୪ ଘଣ୍ଟାରେ ଭାରତରେ ୧୪…

ରଥଯାତ୍ରା ପ୍ରସଙ୍ଗ: ସରକାର ନୁହେଁ ଭକ୍ତ…

ଭୁବନେଶ୍ବର: ସବୁ ନିରାଶା ମଧ୍ୟରେ ନୂଆ ଆଶା ଉଜ୍ଜୀବିତ। ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ନେଇ ନୂଆ ଆଶା ଉଜ୍ଜୀବିତ ହୋଇଛି। ଏପରିକି ବର୍ତ୍ତମାନ ସମୟରେ ମହାପ୍ରଭୁଙ୍କ ରଥଯାତ୍ରା ହେବନାହିଁ, ଏକଥା କେହି କହି ପାରିବେ ନାହିଁ। ଆସନ୍ତା ସୋମବାର ଦିନ ଯଦି ମାନ୍ୟବର ସୁପ୍ରିମକୋର୍ଟ ରଥଯାତ୍ରାକୁ ନେଇ ଦାଖଲ…

ହେବ କି ରଥଯାତ୍ରା?, ସୋମବାରକୁ ଅପେକ୍ଷା

ଭୁବନେଶ୍ବର: ସବୁ ନିରାଶା ମଧ୍ୟରେ ନୂଆ ଆଶା ଉଜ୍ଜୀବିତ। ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ନେଇ ନୂଆ ଆଶା ଉଜ୍ଜୀବିତ ହୋଇଛି। ଏପରିକି ବର୍ତ୍ତମାନ ସମୟରେ ମହାପ୍ରଭୁଙ୍କ ରଥଯାତ୍ରା ହେବନାହିଁ, ଏକଥା କେହି କହି ପାରିବେ ନାହିଁ। ଆସନ୍ତା ସୋମବାର ଦିନ ଯଦି ମାନ୍ୟବର ସୁପ୍ରିମକୋର୍ଟ ରଥଯାତ୍ରାକୁ ନେଇ ଦାଖଲ…