ରାଜ୍ୟରେ ସ୍କୁଲ, କଲେଜ ଏବଂ ସମସ୍ତ ଶିକ୍ଷାନୁଷ୍ଠାନ ୩୧ ଅଗଷ୍ଟ ଯାଏଁ ବନ୍ଦ

ଭୁବନେଶ୍ବର: ସାରା ଦେଶରେ କାଲିଠୁ ଲାଗୁ ହେବ ଅନ୍‌ଲକ୍‌ ୨.୦ କଟକଣା। ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ମହାମାରୀ କରୋନା ଓ ଅନ୍‌ଲକ୍‌ ୨.୦ କଟକଣାକୁ ନେଇ ରାଜ୍ୟବାସୀଙ୍କୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ଅପଡେଟ୍‌ ଦେଉଛନ୍ତି। ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, ୪ ମାସ ହେଲାଣି ଅଦୃଶ୍ୟ ଶତ୍ରୁ ସହ ଲଢ଼େଇ ଚାଲିଛି। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି। ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ କରାଯିବ। ରହିବ … Continue reading ରାଜ୍ୟରେ ସ୍କୁଲ, କଲେଜ ଏବଂ ସମସ୍ତ ଶିକ୍ଷାନୁଷ୍ଠାନ ୩୧ ଅଗଷ୍ଟ ଯାଏଁ ବନ୍ଦ