Odisha Link
Bridging the Missing Links in Odisha
Monthly Archives

July 2020

ଶେଷରେ ମୁହଁ ଖୋଲିଲେ ସୁଶାନ୍ତଙ୍କ…

ମୁମ୍ବାଇ: ବଲିଉଡର ଷ୍ଟାଇଲିସ୍‌ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ସୁଶାନ୍ତଙ୍କ ମୃତ୍ୟୁ ମାମଲା ରୁଜୁ ପରେ ବିବ୍ରତ ହୋଇପଡିଛନ୍ତି ତାଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକର୍ବର୍ତ୍ତୀ। ହରଡ଼ଘଣାରେ ପଡ଼ିଥିବା ରିୟା ଶେଷରେ ମୁହଁ ଖୋଲିଛନ୍ତି। ପ୍ରଥମ ଥର ପାଇଁ ରିଆ…

ଭଲ ଖବର: ରାଜ୍ୟରେ ୨୦ ହଜାର ଟପିଲା…

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୭୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୦୫୧୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୬,…

କୋଭିଡ୍ ନିୟମ ମାନୁନାହାନ୍ତି ବିଜେପି…

ଭୁବନେଶ୍ବର: ଓଡ଼ିଶାର ବିଜେପି ନେତାମାନେ କୋଭିଡ ମାର୍ଗଦର୍ଶିକା ପାଳନରେ ସହଯୋଗ କରିବା ବଦଳରେ ସକ୍ରିୟ ଭାବେ ଏହାକୁ ଉଲ୍ଲଙ୍ଘନ କରୁଥିବା ଦେଖିବାକୁ ମିଳୁଛି। ଅବସ୍ଥା ଏଭଳି ହୋଇଛି ଯେ ବିଜେପି ନେତାମାନେ ଏବେ ଟିଭିରେ ମୁହଁ ଦେଖାଇବା ପାଇଁ ପ୍ରତିଯୋଗିତା ଚଳାଇଛନ୍ତି। ଏଭଳି ରାଜନୀତି ଖେଳ ଓଡିଶା ବିଜେପିର…

ଷ୍ଟ୍ରିଟ୍ ଭେଣ୍ଡର ରାଜନୀତି: ବିଜେଡିକୁ…

ଭୁବନେଶ୍ବର: ରାସ୍ତା ପାର୍ଶ୍ବରୁ ଉଠା ଦୋକାନୀମାନଙ୍କୁ (ଷ୍ଟ୍ରିଟ୍ ଭେଣ୍ଡର)ବୀମା ଭୃକ୍ତ କରାଇ ପ୍ରିମିୟମ ରାଶି ରାଜ୍ୟସରକାର ଦେବା ପାଇଁ ବିଜେପି ପକ୍ଷରୁ ଚଳିତ ମାସ ୨୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଦାବି କରାଯାଇଥିଲା । ଏହାର ଜବାବରେ ସରକାରୀ ଦଳମୁଖପାତ୍ର କିଛି ତଥ୍ୟ ଉପସ୍ଥାପନ କରି…

ଓଡ଼ିଶାର ଅନ୍‌ଲକ୍-୩: ରାତ୍ରକାଳୀନ…

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ। କେନ୍ଦ୍ର ସରକାରଙ୍କ ପରେ ଆଜି ରାଜ୍ୟ ସରକାର ଜାରି କରିଛନ୍ତି ଅନ୍‌ଲକ୍-୩ ଗାଇଡଲାଇନ୍। ପୂର୍ବଭଳି ସମଗ୍ର ରାଜ୍ୟରେ ରାତି ୯ଟାରୁ ସକାଳ ୫ଟା ଯାଏ ନାଇଟ କର୍ଫ୍ୟୁ କଟକଣା ରହିବ। ଅର୍ଥାତ ଜରୁରୀ ସେବା ଓ ଯାତାୟାତକୁ ଛାଡ଼ି ଆଉ ସବୁ କିଛି ବନ୍ଦ ରହିବ।…

କଟକଣା ଓ ଜରିମାନାକୁ କଡ଼ାକଡ଼ି କଲେ…

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ। ଆଜି ପ୍ରେସ୍‌ ମିଟରେ କରୋନା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ,ଲୋକଙ୍କ ଜୀବନ ରକ୍ଷା କରିବା ଆମର ମୁଖ୍ୟ ଲକ୍ଷ୍ୟ, ଆମର ମୃତ୍ୟୁ ହାର ସାରା ଭାରତରେ ସର୍ବନିମ୍ନ, ଆରୋଗ୍ୟ ହାର ବେଶି। ସେ ଆହୁରି କହିଛନ୍ତି ଯେ, ଦୈନିକ ୬ ହଜାର ଯାତ୍ରୀ…

କରୋନା ଆକ୍ରାନ୍ତ ପୁଅର ଶବ ଧରି ବାପା ମା’…

କଟକ: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଶିଶୁଭବନରେ ଏକ ଅଭାବନୀୟ ଘଟଣା ଘଟିଛି । କରୋନା ଆକ୍ରାନ୍ତ ପୁଅର ଶବଧରି ବାପାମା’ ପଳେଇଛନ୍ତି। ଏନେଇ ଲାଲବାଗ ଥାନାରେ ଶିଶୁଭବନ ପକ୍ଷରୁ ମାମଲା ରୁଜୁ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ନିଜ…

ରାଜଧାନୀରୁ ଆଉ ୧୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ରାଜଧାନୀରୁ ଆଜି ଆଉ ୧୨୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ୨୭୩୫ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ରାଜଧାନୀରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ…

ଟାଇମ୍‌ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ୍‌…

ଭୁବନେଶ୍ବର: ଶୁକ୍ରବାର ପ୍ରକାଶିତ ଟାଇମ୍ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ ସର୍ଭେ ୨୦୨୦ ଅନୁଯାୟୀ ଦେଶରେ ୨୩ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ…

ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କ…

ଭୁବନେଶ୍ବର: ରାଉରକେଲା ଆଇଜିଏଚରେ ରାଜ୍ୟର ୩ୟ ପ୍ଲାଜମା ବ୍ୟାଙ୍କର ଉଦଘାଟନ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂରେ ଶୁଭାରମ୍ଭ କରିଚନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉଦଘାଟନ ସମାରୋହ ପାଇଁ ଆଇଜିଏଚରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ସମେତ…