Odisha Link
Bridging the Missing Links in Odisha
Daily Archives

July 1, 2020

ପେନ୍ ଇନ୍ ବୁକ୍ସ ପକ୍ଷରୁ ରାଜ୍ୟପାଳଙ୍କ…

ଭୁବନଶ୍ୱେର: ଆଜି ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଲିଖିତ ଆଧ୍ୟାତ୍ମିକ ପୁସ୍ତକ ‘ନନ୍‌ଆଟାଚ୍‌ଡ ଆଟାଚ୍‌ମେଣ୍ଟ୍‌’ ପ୍ରକାଶ ପାଇଛି । ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପକ୍ଷରୁ ପ୍ରକାଶିତ ଏହି ପୁସ୍ତକର ପ୍ରଥମ କପି ଅନୁଷ୍ଠାନର ନିର୍ଦ୍ଦେଶକ…

ଆଜିଠୁ କାଉଣ୍ଟରରେ ମିଳିବ ମଦ

ଭୁବନେଶ୍ବର: ଏଣିକି ଦିର୍ଘ ଦିନର ବ୍ୟବଧାନ ପରେ ଆଜିଠୁ କାଉଣ୍ଟରରେ ମିଳୁଛି ମଦ। କାଉଣ୍ଟରରେ ମଦ ବିକ୍ରୀ ନେଇ ଅନୁମତି ଦେଇଛନ୍ତି ଅବକାରୀ ବିଭାଗ। ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ମଦ ଦୋକାନରେ ମଦ ବିକ୍ରି ନେଇ ଅନୁମତି ଦେଇଛି ଅବକାରୀ ବିଭାଗ। ସେହିପରି ମଦର ହୋମ୍ ଡେଲିଭରୀ ମଧ୍ୟ ହୋଇପାରିବ ବୋଲି ବିଭାଗ…

ଚାକିରିରୁ ବିଦା ହେଲେ ଥାନା ଅଧିକାରୀ…

ଭୁବନେଶ୍ବର: ଶେଷରେ ଚାକିରିରୁ ତଡ଼ା ଖାଇଲେ ବହୁଚର୍ଚ୍ଚିତ ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଥାନା ଅଧିକାରୀ ଆନନ୍ଦ ମାଝୀ। ଓଡ଼ିଶା ପୁଲିସ୍ ମହାନିର୍ଦେଶକ ଅଭୟ ଆଜି ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ସିଡବ୍ଲୁସିର ରିପୋର୍ଟ ଅନୁସାରେ, ନାବାଳିକା…

କରୋନା: ଆଜି ୨୫୧ ଜଣ ଆକ୍ରାନ୍ତ ଚିହ୍ନଟ,…

ଭୁବନେଶ୍ବର: ରାଜ୍ୟରେ ଆଜି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୭୩୧୬ରେ ପହଁଞ୍ଚିଛି କରୋନା ପଜିଟିଭ ସଂଖ୍ୟା। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨, ବରଗଡ଼ ଜିଲ୍ଲାର ୧୨,…

କରୋନା: ଦେଶରେ ୧୭ ହଜାର ଟପିଲା ମୃତ୍ୟୁ…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୫ ଲକ୍ଷ ୮୫ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…

ଆଜି ବାହୁଡ଼ା ଯାତ୍ରା: ବାହୁଡ଼ିବେ…

ପୁରୀ: ଆଜି ପବିତ୍ର ବାହାୁଡ଼ା ଯାତ୍ରା। ଆଜି ମାଉସୀ ଘରୁ ବଡ଼ ଦେଉଳକୁ ବାହୁଡ଼ିବେ ଶ୍ରୀଜିଉ। ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ ଅଲୌକିକତା ମଧ୍ୟରେ ଲୌକିକତାର ପରିପ୍ରକାଶ କରି ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ବାହୁଡା ଯାତ୍ରାରେ ପୁଣି ଗୁଣ୍ଡିଚା ମନ୍ଦିରରୁ ଫେରିଯିବେ ବଡ଼ ଦେଉଳକୁ।…