Odisha Link
Bridging the Missing Links in Odisha
Daily Archives

July 2, 2020

ଭାରତ ବାହାରେ ହେବ ଚଳିତ ବର୍ଷ…

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ବହୁ ଦିନର ବ୍ୟବଧାନ ପରେ ଆସନ୍ତା ୮ରେ କ୍ରିକେଟ ମ୍ୟାଚ ଦେଖିବାକୁ ପାଇବେ କ୍ରିକେଟ ପ୍ରେମୀ। ଏହି ସମୟରେ କିଛି ଦେଶ କ୍ରିକେଟ ଖେଳିବା ନେଇ ଆଗ୍ରହ ଦେଖାଇଛନ୍ତି। ଯାହା ଭାରତୀୟ କ୍ରିକେଟ ବୋର୍ଡ ପାଇଁ ଏକ ଆଶ୍ବସ୍ତିଖବର। କାରଣ ଏସବୁ ମଧ୍ୟରେ ବିସିସିଆଇ…

ଜୁଲାଇ ୧୩ରୁ ଅନ୍‌ଲାଇନ୍‌ରେ ପାଠ ପଢ଼ିବେ…

ଭୁବନେଶ୍ବର: ମହାମାରୀ କରୋନା ଭାଥରସ୍, ଲକ୍‌ଡାଉନ୍‌ ଓ ଅନଲକ୍‌ କଟକଣା ପାଇଁ ବନ୍ଦ ରହିଛି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ। ରାଜ୍ୟରେ ଅଗଷ୍ଟ ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ ଏବର୍ଷ ପାଠପଢ଼ାରେ ବାଧା ପହଞ୍ଚିବ ବୋଲି ଯେଉଁ ଆଲୋଚନା ହେଉଥିଲା ସେଥିରେ…

ମାସକରେ ୫୦ଥର ସିମ୍‌ ବଦଳାଇଥିଲେ…

ପାଟନା: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସମ୍ପର୍କରେ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ଅଭିନେତା ଶେଖର ସୁମନ। ​‌ବିହାରର ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଡାକି ସୁମନ କହିଛନ୍ତି ଯେ ସୁଶାନ୍ତଙ୍କ ମୃତ୍ୟୁକୁ ଆତ୍ମହତ୍ୟା ବୋଲି ବିବେଚନା କରି ତଦନ୍ତକୁ…

ଶିବରାଜଙ୍କ ମନ୍ତ୍ରିମଣ୍ଡଳର ପ୍ରଥମ…

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ତାଙ୍କ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରିଛନ୍ତି। ମନ୍ତ୍ରିମଣ୍ଡଳରେ ୨୦ କ୍ୟାବିନେଟ ମନ୍ତ୍ରୀ ଓ ୮ ରାଷ୍ଟ୍ରମନ୍ତ୍ରୀ ସାମିଲ ହୋଇଛନ୍ତି। ଗୁରୁବାର ରାଜଭବନରେ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ ନବନିଯୁକ୍ତ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର…

ନୟାଗଡ଼ରେ ବିଭତ୍ସ ହତ୍ୟାକାଣ୍ଡ, ଦେଶୀ ମଦ…

ନୟାଗଡ଼: ଆଜି ସକାଳୁ ସକାଳୁ ନୟାଗଡ଼ ଜିଲ୍ଲା ଉପକଣ୍ଠରେ ଏକ ବିଭତ୍ସ ହତ୍ୟାକାଣ୍ଡ ହୋଇଛି। ନୟାଗଡ଼ ଟାଉନ ଥାନା ଅନ୍ତର୍ଗତ ଡିଆଁପଡ଼ା ଗ୍ରାମରେ ଏଭଳି ହତ୍ୟାକାଣ୍ଡ ହୋଇଛି। ଦୁର୍ବୃତ୍ତ ଜଣକ ଶିଳରେ ଛେଚି ଛେଚି ହତ୍ୟା କରିଥିବା ସୂଚନା ରହିଛି। ମୃତକ ବ୍ୟକ୍ତି ଜଣକ ହେଲେ ଡିଆଁପଡ଼ା ଗ୍ରାମର ୬୫ ବର୍ଷିୟ ପ୍ରହଲ୍ଲାଦ…

କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ, ମୋଟ ୨୭

ଭୁବନେଶ୍ବର: ଆଜି ରାଜ୍ୟରେ ୨୨୯ ଜଣ କରେନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲାର ୪୯ ବର୍ଷୀୟ ପୁରୁଷ…

ଆଜି ସୁନାବେଶ, ମହଣ ମହଣ ସୁନାରେ ସଜେଇ…

ପୁରୀ: ସରିଲା ଶ୍ରୀଜିଉଙ୍କ ନବଦିନାତ୍ମକ ଯାତ୍ରା। ଆଜି ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ସୁନା ବେଶ। ଗତକାଲି ବାହୁଡା ଯାତ୍ରା ପରେ ଶ୍ରୀମନ୍ଦିର ଫେରନ୍ତା ହୋଇଛନ୍ତି ମହାପ୍ରଭୁ ଜଗନ୍ନାଥ, ବଡ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରା। ଆଜି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ। ଆଜି ମଧ୍ୟାନ ଧୂପ ପରେ ଆରମ୍ଭ ହେବ ସୁନାବେଶ।…

କରୋନା: ୧୯ ଜିଲ୍ଲାରୁ ୨୨୯ ଜଣ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ ଆଜି ୧୯ଟି ଜିଲ୍ଲାରୁ ୨୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରାଣ୍ଟିନ୍‌…

ଦେଶରେ ୬ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୬ ଲକ୍ଷ ୪ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…